• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି- ୬ଷ୍ଠୀ (ମଳ) ପ୍ରାତଃ ୦୫.୪୫ ଗତେ ୭ ମୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୫.୪୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।

Capricorn

ମକର

Sunday 11 Aug 2024

ଉ,ଷାଢା- ପ୍ରଚୁର ତାଜା ଫଳ ଏବଂ ପନିପରିବା ଖାଇବାକୁ ଚେଷ୍ଟା କରନ୍ତୁ ଯାହା ଆପଣଙ୍କୁ ଶକ୍ତି ଦେବ । ଆପଣ ଦୀର୍ଘ ସମୟ କାମ କରିବାକୁ ସମର୍ଥ ହେବେ । ନୂତନ ବ୍ୟବସାୟରେ ଉତମ ରୋଜଗାର ହେବ ।

ଶ୍ରବଣା- ଶିକ୍ଷାର୍ଥୀମାନେ କିଛି ପରିମାଣରେ ଶୁଭଫଳ ପାଇବେ । ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।

ଧନିଷ୍ଠା- ଆଲୋଚନା ଅନୁଯାୟୀ କାମ ସବୁ ଠିକରେ ହୋଇଯିବ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା,ସାହିତ୍ୟ ପ୍ରତି ଆଗ୍ରହ ବଢିବ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :