• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଚାକିରିରେ ନୂଆ ପଦବୀ ମିଳିପାରେ

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର ଚନ୍ଦ୍ର – ମିଥୁନ ଦିବା ୦୧.୫୧ କର୍କଟ ତିଥି- ୩ୟା ଦିବା ୦୪.୧୫ ଗତେ ୪ର୍ଥୀ ଘାତ ଚନ୍ଦ୍ର- କନ୍ୟା ଦିବା ୦୧.୫୧ ପର୍ଯ୍ୟନ୍ତ ଘାତ ବାର - ମେଷ ପୁଷ୍କର ଦୋଷ – ୨ପାଦ - କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ରାତ୍ରି ୦୮.୩୬ ଗତେ ୧ପାଦ

Gemini

ମିଥୁନ

Sunday 11 Dec 2022

ମୃଗଶିରା - ପ୍ରେମ ଜୀବନ ମଧୁର ମୟ ରହିବ । କୈାଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ । ବିବେକ ପ୍ରୟୋଗ କରି ସବୁ କାମକୁ ହାସଲ କରିବେ

ଆଦ୍ରା - ସାଂସାରିକ ଜୀବନ ଶାନ୍ତି ଦାୟକ ରହିବ । ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ । ଛାତ୍ର ମାନେ ମୈାଳିକ  ବୁଦ୍ଧିର ଉପଯୋଗ କରିବେ

ପୁନର୍ବସୁ - କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ । କୈାଣସି ପୁରୁଣା ବିବାଦର ସମ୍ମୁଖିନ କରିବାକୁ ପଡିବ ।

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :