• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଚାକିରିରେ ନୂଆ ପଦବୀ ମିଳିପାରେ

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର ଚନ୍ଦ୍ର – ମିଥୁନ ଦିବା ୦୧.୫୧ କର୍କଟ ତିଥି- ୩ୟା ଦିବା ୦୪.୧୫ ଗତେ ୪ର୍ଥୀ ଘାତ ଚନ୍ଦ୍ର- କନ୍ୟା ଦିବା ୦୧.୫୧ ପର୍ଯ୍ୟନ୍ତ ଘାତ ବାର - ମେଷ ପୁଷ୍କର ଦୋଷ – ୨ପାଦ - କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ରାତ୍ରି ୦୮.୩୬ ଗତେ ୧ପାଦ

Cancer

କର୍କଟ

Sunday 11 Dec 2022

ପୁନର୍ବସୁ - ଆପଣ ସକାରତ୍ମକ ରହିଲେ ମନରେ ନୂଆ ଆଶା ଜନ୍ମିବ । କାର୍ଯ୍ୟରେ ନୂଆ ସମ୍ଭାବନା ତଲାସ କରିବେ । ଅଫିସରେ ଲାଗିରହିଥିବା ଅବ୍ୟବସ୍ଥା ସମାଧାନ ହୋଇଯିବ

ପୁଷ୍ୟା – ଅନ୍ତରଙ୍ଗ ବନ୍ଧୁଙ୍କୁ ଆପଣ ଆର୍ଥିକ ସହାୟତା ମାଗି ପାରନ୍ତି । କର୍ମଜୀବୀ ମହିଳା ଦରମା ବଢିପାରେ

ଅଶ୍ଳେଷା - ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । କିଣା ବିକା ବେଳେ ସାବଧନତା ଅବଲମ୍ବନ କରନ୍ତୁ ।

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :