• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଚାକିରିରେ ନୂଆ ପଦବୀ ମିଳିପାରେ

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର ଚନ୍ଦ୍ର – ମିଥୁନ ଦିବା ୦୧.୫୧ କର୍କଟ ତିଥି- ୩ୟା ଦିବା ୦୪.୧୫ ଗତେ ୪ର୍ଥୀ ଘାତ ଚନ୍ଦ୍ର- କନ୍ୟା ଦିବା ୦୧.୫୧ ପର୍ଯ୍ୟନ୍ତ ଘାତ ବାର - ମେଷ ପୁଷ୍କର ଦୋଷ – ୨ପାଦ - କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ରାତ୍ରି ୦୮.୩୬ ଗତେ ୧ପାଦ

Leo

ସିଂହ

Sunday 11 Dec 2022

ମଘା – ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିହାତି ନିଅନ୍ତୁ । କୈାଣସି କ୍ଷେତ୍ରରେ ନିବେଶ ପୂର୍ବରୁ ଦେଖିକି ନିବେଶ କରନ୍ତୁ । ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଧ୍ୟ ବଢିପାରେ

ପୂ , ଫାଲଗୁନୀ - ଅଫିସରେ ଆପଣଙ୍କୁ ନୂଆ ପଦବୀ ମିଳିପାରେ । ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ

ଉ ,ଫାଲଗୁନୀ – ଛାତ୍ର ଛାତ୍ରି ମାନେ ପଢାପଢିରେ ମନ ଦେବେ । ଜମି , ଜମା ମାମଲାକୁ ନେଇ ପରିବାର କଳହ ଦେଖାଦେଇ ପାରେ

ପ୍ରତିକାର – ସୂର୍ଯ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :