• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଚାକିରିରେ ନୂଆ ପଦବୀ ମିଳିପାରେ

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର ଚନ୍ଦ୍ର – ମିଥୁନ ଦିବା ୦୧.୫୧ କର୍କଟ ତିଥି- ୩ୟା ଦିବା ୦୪.୧୫ ଗତେ ୪ର୍ଥୀ ଘାତ ଚନ୍ଦ୍ର- କନ୍ୟା ଦିବା ୦୧.୫୧ ପର୍ଯ୍ୟନ୍ତ ଘାତ ବାର - ମେଷ ପୁଷ୍କର ଦୋଷ – ୨ପାଦ - କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ରାତ୍ରି ୦୮.୩୬ ଗତେ ୧ପାଦ

Virgo

କନ୍ୟା

Sunday 11 Dec 2022

ଉ , ଫାଲଗୁନୀ – ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢିବ । ଆପଣ ଟିକେ ଆଳସ୍ୟ ଅନୁଭବ କରିବେ । କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ

ହସ୍ତା – ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ

ଚିତ୍ରା - ପଢା ପଢିରେ ଶିକ୍ଷକଙ୍କ ସହୟତା ମିଳିବ । ମାଲିମକଦ୍ଦମାରେ ପଡି ଖର୍ଚ୍ଚାନ୍ତ ହୋଇପାରନ୍ତି ।

ପ୍ରତିକାର - ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :