• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଚାକିରିରେ ନୂଆ ପଦବୀ ମିଳିପାରେ

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର ଚନ୍ଦ୍ର – ମିଥୁନ ଦିବା ୦୧.୫୧ କର୍କଟ ତିଥି- ୩ୟା ଦିବା ୦୪.୧୫ ଗତେ ୪ର୍ଥୀ ଘାତ ଚନ୍ଦ୍ର- କନ୍ୟା ଦିବା ୦୧.୫୧ ପର୍ଯ୍ୟନ୍ତ ଘାତ ବାର - ମେଷ ପୁଷ୍କର ଦୋଷ – ୨ପାଦ - କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ରାତ୍ରି ୦୮.୩୬ ଗତେ ୧ପାଦ

Libra

ତୁଳା

Sunday 11 Dec 2022

ଚିତ୍ରା – ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ବ୍ୟବସାୟରେ ଲାଗିରହିଥିବା ପ୍ରତିଦ୍ୱନ୍ଦିତା କମ୍ ହେବ ।

ସ୍ୱାତୀ – ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଉପରିସ୍ଥ ଅଫିସର ମାନଙ୍କର ଚାପ ବୃଦ୍ଧି ପାଇବ

ବିଶାଖା – ଆପଣ ଅଜ୍ଞାତ ବିପଦର ସମ୍ମୁଖିନ ହୋଇ ପାରନ୍ତି । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ

ପ୍ରତିକାର – ଗାଇକୁ ଖାଇବାକୁ ଦେଇ ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :