• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଚାକିରିରେ ନୂଆ ପଦବୀ ମିଳିପାରେ

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର ଚନ୍ଦ୍ର – ମିଥୁନ ଦିବା ୦୧.୫୧ କର୍କଟ ତିଥି- ୩ୟା ଦିବା ୦୪.୧୫ ଗତେ ୪ର୍ଥୀ ଘାତ ଚନ୍ଦ୍ର- କନ୍ୟା ଦିବା ୦୧.୫୧ ପର୍ଯ୍ୟନ୍ତ ଘାତ ବାର - ମେଷ ପୁଷ୍କର ଦୋଷ – ୨ପାଦ - କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ରାତ୍ରି ୦୮.୩୬ ଗତେ ୧ପାଦ

Scorpio

ବିଛା

Sunday 11 Dec 2022

ବିଶାଖା – ଆପଣଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ସତର୍କ ରହି କାର୍ଯ୍ୟ କରିବେ ସୁଫଳ ମିଳିପାରେ । କଳା, ବାଣିଜ୍ୟରେ ସନ୍ତୋଷ ଜନକ ଫଳ ପାଇ ପାରନ୍ତି

ଅନୁରାଧା – ଚାକିରୀ କ୍ଷେତ୍ରରେ ସମସ୍ତଙ୍କ ପ୍ରିୟ ପାତ୍ର ହୋଇ ପାରନ୍ତି । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ

ଜ୍ୟେଷ୍ଠା – ଛାତ୍ରଛାତ୍ରି ମାନେ ସଫଳତା ଦିଗରେ ଆଗେଇବେ । ନୂତନ ଜମି କ୍ରୟ କରିବାର ସୁଯୋଗ ଆସିବ ।

ପ୍ରତିକାର – ମାଆ ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :