• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଚାକିରିରେ ନୂଆ ପଦବୀ ମିଳିପାରେ

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର ଚନ୍ଦ୍ର – ମିଥୁନ ଦିବା ୦୧.୫୧ କର୍କଟ ତିଥି- ୩ୟା ଦିବା ୦୪.୧୫ ଗତେ ୪ର୍ଥୀ ଘାତ ଚନ୍ଦ୍ର- କନ୍ୟା ଦିବା ୦୧.୫୧ ପର୍ଯ୍ୟନ୍ତ ଘାତ ବାର - ମେଷ ପୁଷ୍କର ଦୋଷ – ୨ପାଦ - କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ରାତ୍ରି ୦୮.୩୬ ଗତେ ୧ପାଦ

Sagittarius

ଧନୁ

Sunday 11 Dec 2022

ମୂଳା – ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । କଠିନ ଶ୍ରମ ଓ ଦୂରଦର୍ଶିତା ସଫଳତାର ପୃଷ୍ଟ ହୋଇପାରେ

ପୂ , ଷାଢା – ଆପଣଙ୍କ ପ୍ରତିଭାରୁ ଲୋକଙ୍କୁ ପ୍ରେରଣା ମିଳିବ । ଶିକ୍ଷାକ୍ଷେତ୍ରରେ ଭଲ ପରିମାଣ ପାଇବେ । ସଭାସମିତିରେ ସମ୍ମାନ ପ୍ରାପ୍ତି ଘଟିବ

ଉ , ଷାଢା – ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ । ନୂଆ ଜମି କିଣିବା ଆଗରୁ ଶୁଭ ମୂହୁର୍ତ ଦେଖି କିଣନ୍ତୁ ।

ପ୍ରତିକାର – ମାଆ ତାରାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :