• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଚାକିରିରେ ନୂଆ ପଦବୀ ମିଳିପାରେ

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର ଚନ୍ଦ୍ର – ମିଥୁନ ଦିବା ୦୧.୫୧ କର୍କଟ ତିଥି- ୩ୟା ଦିବା ୦୪.୧୫ ଗତେ ୪ର୍ଥୀ ଘାତ ଚନ୍ଦ୍ର- କନ୍ୟା ଦିବା ୦୧.୫୧ ପର୍ଯ୍ୟନ୍ତ ଘାତ ବାର - ମେଷ ପୁଷ୍କର ଦୋଷ – ୨ପାଦ - କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ରାତ୍ରି ୦୮.୩୬ ଗତେ ୧ପାଦ

Capricorn

ମକର

Sunday 11 Dec 2022

ଉ , ଷାଢା - ମିତ୍ର ଆପଣଙ୍କ ପ୍ରଶଂସା କରିଲେ ମଧ୍ୟ ସାବଧାନ ରୁହନ୍ତୁ । କର୍ମଜୀବି ମାନେ କର୍ମପ୍ରବଣତା ଦେଖାଇବେ । ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ

ଶ୍ରବଣା – ମହିଳା ମାନେ ଆତ୍ମ ସମ୍ମାନ ବଜାୟ ରଖିବେ । ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ସାମାଜିକ ଗତିଦିଧିରେ ସମ୍ମାନ ବୃଦ୍ଧି ହେବ

ଧନିଷ୍ଠା – କାରବାର ବୃଦ୍ଧି ପାଇଁ ଉପାୟ ଫଳପ୍ରଦ ହେବ । ଧନ ସଂମ୍ପତି ବୃଦ୍ଧି ହୋଇପାରେ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :