Daily Horoscope 11th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଚାକିରିରେ ନୂଆ ପଦବୀ ମିଳିପାରେ

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର ଚନ୍ଦ୍ର – ମିଥୁନ ଦିବା ୦୧.୫୧ କର୍କଟ ତିଥି- ୩ୟା ଦିବା ୦୪.୧୫ ଗତେ ୪ର୍ଥୀ ଘାତ ଚନ୍ଦ୍ର- କନ୍ୟା ଦିବା ୦୧.୫୧ ପର୍ଯ୍ୟନ୍ତ ଘାତ ବାର - ମେଷ ପୁଷ୍କର ଦୋଷ – ୨ପାଦ - କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ରାତ୍ରି ୦୮.୩୬ ଗତେ ୧ପାଦ

Aries

ମେଷ

Sunday 11 Dec 2022

ଅଶ୍ୱନୀ – ବନ୍ଧୁଙ୍କ ଠାରୁ ଉତମ ପରାମର୍ଶ ମିଳିବ । ଆପଣଙ୍କ ଧ୍ୟାନ ଧର୍ମ କାର୍ଯ୍ୟରେ ଲାଗି ରହିବ । ବ୍ୟବସାୟରେ ନୂଆ ଚୁକ୍ତି କରିବେ ।

ଦ୍ୱିଜା – ଅଫିସ କାମ୍‌ରେ ଦୂର ସ୍ଥାନକୁ ଯାଇପାରନ୍ତି । ବିଦ୍ୟାର୍ଥୀ କ୍ୟାରିୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ । ସମାଜରେ ଯଶ ଖ୍ୟାତି ବଢିବ

କୃତିକା – ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ । ମାଲିମକନ୍ଦମା ଆପଣଙ୍କ ସପକ୍ଷରେ ଯିବ ।

ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :