• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Dec 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଉନ୍ନତି କରିବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୧ତାରିଖ ସୋମବାର ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୧୩ ଶୀ ପ୍ରାତଃ ୦୭.୧୦ ଗତେ ୧୪ ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୨.୧୨ପର୍ଯ୍ୟନ୍ତ

Aries

ମେଷ

Monday 11 Dec 2023

ଅଶ୍ୱନୀ- ସ୍ୱାସ୍ଥ୍ୟ ସୁସ୍ଥ ରହିବ । ପରିବାରରେ ବାତାବରଣ ଶାନ୍ତିଦାୟକ ରହିବ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ ।
ଦ୍ୱିଜା- ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ । ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ । 
କୃତିକା-  କାମରେ ଭଲ ପ୍ରଦର୍ଶନ ପାଇଁ ନୂଆ ଉଦ୍ୟମ କରିବେ । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ । ଜମିରେ ନିବେଶ କରନ୍ତୁ ଲାଭ ମିଳିବ । ଦୈନିକ କାର୍ଯ୍ୟସୂଚୀରେ ପରିବର୍ତନ କରିବେ ।
ପ୍ରତିକାର -  ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ  

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :