• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Dec 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଉନ୍ନତି କରିବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୧ତାରିଖ ସୋମବାର ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୧୩ ଶୀ ପ୍ରାତଃ ୦୭.୧୦ ଗତେ ୧୪ ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୨.୧୨ପର୍ଯ୍ୟନ୍ତ

Taurus

ବୃଷ

Monday 11 Dec 2023

କୃତିକା- ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଆଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଜୀବନ ସାଥୀଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।
ରୋହିଣୀ- କର୍ତୁପକ୍ଷ ଆପଣଙ୍କୁ କୌଣସି  ଦାୟିତ୍ୱ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ। ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ଆପଣ କୈାଣସି ବିଷୟରେ ବଡ ନିଷ୍ପତି ନେଇପାରନ୍ତି 
ମୃଗଶିରା- ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ସମ୍ପତି କିଣିବାର ଯୋଗ ରହିଛି । 
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :