• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Dec 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଉନ୍ନତି କରିବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୧ତାରିଖ ସୋମବାର ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୧୩ ଶୀ ପ୍ରାତଃ ୦୭.୧୦ ଗତେ ୧୪ ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୨.୧୨ପର୍ଯ୍ୟନ୍ତ

Sagittarius

ଧନୁ

Monday 11 Dec 2023

ମୂଳା-  ପାରିବାରିକ ସ୍ଥିତି, ଲୋକ ସମ୍ପର୍କ, ସଭାସମିତି, ସାହିତ୍ୟ ସଭା ପ୍ରଭୃତିରୁ ଖୁସି ରହିବେ । କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଘେରରେ ପଡ଼ିପାରନ୍ତି।

ପୂ,ଷାଢା- କେତେକ କ୍ଷେତ୍ରରେ ସବୁ ଜାଣିଶୁଣି ସୁଦ୍ଧା ଚୁପ୍ ରହିବାକୁ ବାଧ୍ୟ ହେବେ। ପିତାମାତା ମାନେ ସନ୍ତାନଙ୍କ ଗୌରବରେ ଗୌରବାନ୍ବିତ ହୋଇପାରନ୍ତି। ଅର୍ଥ ସଙ୍କଟରେ ପଡ଼ିଲେ ମଧ୍ୟ ସମସ୍ୟା ସମାଧାନ ହୋଇଯିବ।

ଉ,ଷାଢା- ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେବାର ଆଶଙ୍କା ରହିଛି । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। କୌଣସି ଗୋଟିଏ ସ୍ଥାନରେ ଦୀର୍ଘ ସମୟ ରହିବା କଷ୍ଟପ୍ରଦ ମନେହେବ।

ପ୍ରତିକାର – ଶ୍ରୀ ରାମଙ୍କ  ରକ୍ଷକ ସ୍ତୋତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :