ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ବୁଧବାର । ଚନ୍ଦ୍ର- ମୀନ ଦିବା ୧୧.୪୭ ଗତେ ମେଷ। ତିଥି-୧୧ ଶୀ ରାତ୍ରି ୦୧.୦୯ ଗତେ ୧୨ଶୀ। ଘାତଚନ୍ଦ୍ର- ଧନୁ ରାଶିର, ଦିବା ୧୧.୪୭ ଗତେ ମେଷ ରାଶିର। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ରାତ୍ରି ୦୧.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ।
କୃତିକା- ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ । ଆଶାକରୁଥିବା ଖବର ପାଇ ଖୁସି ହୋଇଯିବେ । ପୁରାତନ ରୋଗରୁ ଉପଶମ ମିଳିବ ।
ରୋହିଣୀ- ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ । ଗଠନ ମୂଳକ କିମ୍ବା ସାମୂହିକ କାମରେ, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ଋଣ ସୂତ୍ରରେ ଅର୍ଥଲାଭ କରିବେ ।
ମୃଗଶିରା- ଆଶା କରୁଥିବା ଦିଗରୁ ଅର୍ଥ ପାଇବେ। ନିଜ ଲୋକଙ୍କୁ ଭୁଲ୍ ବୁଝିବେ ଏବଂ ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ। ପ୍ରତ୍ୟେକ ପରିସ୍ଥିତିକୁ ହାଲୁକା ଭାବେ ଗ୍ରହଣ କରିବା ଠିକ୍ ହେବନାହିଁ।
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬