ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ବୁଧବାର । ଚନ୍ଦ୍ର- ମୀନ ଦିବା ୧୧.୪୭ ଗତେ ମେଷ। ତିଥି-୧୧ ଶୀ ରାତ୍ରି ୦୧.୦୯ ଗତେ ୧୨ଶୀ। ଘାତଚନ୍ଦ୍ର- ଧନୁ ରାଶିର, ଦିବା ୧୧.୪୭ ଗତେ ମେଷ ରାଶିର। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ରାତ୍ରି ୦୧.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ।
ପୂ,ଭାଦ୍ରପଦ- ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ପାଇବେ । ପ୍ରେମିକ ପ୍ରେମିକ ମାନଙ୍କର ପ୍ରେମପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ ।
ଉ,ଭାଦ୍ରପଦ- ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସମ୍ପର୍କ ଯୋଡିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ସାହାର୍ଯ୍ୟ । ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବେ।
ରେବତୀ- ଅଭିଳାଷ ପୂରଣ ଅଭାବରେ ମାନସିକ ଅବସାଦ ହେତୁ ବିରସମନା ରହିବେ । ଶିଳ୍ପ, ବାଣିଜ୍ୟ, ପ୍ରଶାସନ ଓ ପରିବହନ କ୍ଷେତ୍ରରୁ ସମସ୍ୟା ଦୂରହୋଇଯିବ । ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି ।
ପ୍ରତିକାର – ମା ତାରାଙ୍କର ପୂଜା କରନ୍ତୁ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩