ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ବୁଧବାର । ଚନ୍ଦ୍ର- ମୀନ ଦିବା ୧୧.୪୭ ଗତେ ମେଷ। ତିଥି-୧୧ ଶୀ ରାତ୍ରି ୦୧.୦୯ ଗତେ ୧୨ଶୀ। ଘାତଚନ୍ଦ୍ର- ଧନୁ ରାଶିର, ଦିବା ୧୧.୪୭ ଗତେ ମେଷ ରାଶିର। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ରାତ୍ରି ୦୧.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ।
ପୁନର୍ବସୁ- ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ସମ୍ପର୍କିୟ ବନ୍ଧୁ ସାହାର୍ଯ୍ୟ ସହଯୋଗ କରିବେ ।
ପୁଷ୍ୟା- ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ । ଅନ୍ୟମନସ୍କ ହେତୁ କୌଣସି ଭୁଲ କାମ କରି ଅନୁତପ୍ତ ହେବେ । ଚାକିରୀ କ୍ଷେତ୍ରରେ ସ୍ଥାନ ପରିବର୍ତନର ଯୋଗ ରହିଛି ।
ଅଶ୍ଲେଷା- ଛାତ୍ରଛାତ୍ରି ମାନେ ବିଦ୍ୟାରେ ମନୋନିବେଶ କରି କୃତିତ୍ୱ ହାସଲ କରିବେ । ଚେଷ୍ଟା କରୁଥିବା କାର୍ଯ୍ୟ ସାଧନରେ ନିଜର ଲୋକଙ୍କ ତରଫରୁ ସହଯୋଗ ପାଇବେନି। ନିର୍ମାଣାଧୀନ ଗୃହ, ରାସ୍ତା କାମ, ହଠାତ୍ କିଛିଦିନ ସକାଶେ ଅଟକି ରହିଯାଇପାରେ।
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨