ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ବୁଧବାର । ଚନ୍ଦ୍ର- ମୀନ ଦିବା ୧୧.୪୭ ଗତେ ମେଷ। ତିଥି-୧୧ ଶୀ ରାତ୍ରି ୦୧.୦୯ ଗତେ ୧୨ଶୀ। ଘାତଚନ୍ଦ୍ର- ଧନୁ ରାଶିର, ଦିବା ୧୧.୪୭ ଗତେ ମେଷ ରାଶିର। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ରାତ୍ରି ୦୧.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ।
ମଘା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ପାରିବାରିକ ଜୀବନରେ ସନ୍ତୁଳତା ରକ୍ଷା କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ।
ପୂ,ଫାଲଗୁନି- ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ୟ୍ୟରେ ଖର୍ଚ୍ଚ କରି ପାରନ୍ତି ।
ଉ,ଫାଲଗୁନି- ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ଧାର ଦେବା ନେବାରେ ନିବୃତ ରୁହନ୍ତୁ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।
ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ।
ଶୁଭ ରଙ୍ଗ :ବାଇଗଣୀ
ଶୁଭ ସଂଖ୍ୟା :୧