ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ବୁଧବାର । ଚନ୍ଦ୍ର- ମୀନ ଦିବା ୧୧.୪୭ ଗତେ ମେଷ। ତିଥି-୧୧ ଶୀ ରାତ୍ରି ୦୧.୦୯ ଗତେ ୧୨ଶୀ। ଘାତଚନ୍ଦ୍ର- ଧନୁ ରାଶିର, ଦିବା ୧୧.୪୭ ଗତେ ମେଷ ରାଶିର। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ରାତ୍ରି ୦୧.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ।
ଉ,ଫଳଗୁନି- ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ଚିନ୍ତିତ ରହିପାରନ୍ତି । ଆର୍ଥିକ ସ୍ୱଚ୍ଛଳତା ବଢିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ ।
ହସ୍ତା- ଗତକାଲିର କଳି ତକରାଳ ବିଷୟରେ ପର୍ୟ୍ୟାଲୋଚନା କରି ଅନ୍ୟମନସ୍କ ରହିବେ। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ଦୀର୍ଘଦିନର ଆଶା ଫଳବତୀ ହେବାରେ କୌଣସି ଅସୁବିଧା ରହିବ ନାହିଁ।
ଚିତ୍ରା- ନୂତନ କାର୍ଯ୍ୟ ଆରମ୍ଭ କଲେ ପୁରଣରେ ବିଳମ୍ବ ହେବ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ।
ପ୍ରତିକାର -ବୁଧଙ୍କର ମନ୍ତ୍ର ପାଠ କରନ୍ତୁ।
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫