ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ବୁଧବାର । ଚନ୍ଦ୍ର- ମୀନ ଦିବା ୧୧.୪୭ ଗତେ ମେଷ। ତିଥି-୧୧ ଶୀ ରାତ୍ରି ୦୧.୦୯ ଗତେ ୧୨ଶୀ। ଘାତଚନ୍ଦ୍ର- ଧନୁ ରାଶିର, ଦିବା ୧୧.୪୭ ଗତେ ମେଷ ରାଶିର। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ରାତ୍ରି ୦୧.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ।
ଚିତ୍ରା- ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ।
ସ୍ୱାତୀ- ସୌଭାଗ୍ୟକ୍ରମେ ଆର୍ଥିକ ଉନ୍ନତି ଘଟିବ, କିଛି ବ୍ୟାଙ୍କ ଜମା ମଧ୍ୟ କରିପାରିବେ । ଆପଣ ଯେଉଁ କାମରେ ହାତଦେବେ ସେଥିରେ ଅବଶ୍ୟ ସଫଳତା ପାଇବେ, କିନ୍ତୁ ମାନସିକ ଅସ୍ଥିରତା ଲାଗି ରହିବ।
ବିଶାଖା- ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହିତ ବନ୍ଧୁସମ୍ପର୍କ ବୃଦ୍ଧି ପାଇବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି।
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬