ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ବୁଧବାର । ଚନ୍ଦ୍ର- ମୀନ ଦିବା ୧୧.୪୭ ଗତେ ମେଷ। ତିଥି-୧୧ ଶୀ ରାତ୍ରି ୦୧.୦୯ ଗତେ ୧୨ଶୀ। ଘାତଚନ୍ଦ୍ର- ଧନୁ ରାଶିର, ଦିବା ୧୧.୪୭ ଗତେ ମେଷ ରାଶିର। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ରାତ୍ରି ୦୧.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ।
ବିଶାଖା- ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ପରିବାର ଲୋକଙ୍କର ସାହାର୍ଯ୍ୟ ସହଯୋଗ ହେତୁ ଆନନ୍ଦିତ ହେବେ ।
ଅନୁରାଧା- ସରକାରୀ ସହାୟତା ପାଇବେ । ଛାତ୍ରଛାତ୍ରୀ ମାନେ ପଢାପଢିରେ ନିରନ୍ତର ମନ ଦେବେ । ବିଭିନ୍ନ କାମରେ ଅନୁପ୍ରବେଶ କରି ମନକୁ ଭାରାକ୍ରାନ୍ତକରିପାରନ୍ତି ।
ଜ୍ୟେଷ୍ଠା-ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ନୂତନ ଯାନବାହନ, ଜମିଜମା , କ୍ରୟବିକ୍ରୟ ନେଇ ଆଲୋଚନାରେ ଅଗ୍ରଗତି ଘଟିବ।
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯