Daily Horoscope 11th December 2024: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...
/odishatv-khabar/media/media_files/uploadimage/library/16_9/16_9_0/IMAGE_1733112700-706955.jpg)
ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ବୁଧବାର । ଚନ୍ଦ୍ର- ମୀନ ଦିବା ୧୧.୪୭ ଗତେ ମେଷ। ତିଥି-୧୧ ଶୀ ରାତ୍ରି ୦୧.୦୯ ଗତେ ୧୨ଶୀ। ଘାତଚନ୍ଦ୍ର- ଧନୁ ରାଶିର, ଦିବା ୧୧.୪୭ ଗତେ ମେଷ ରାଶିର। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ରାତ୍ରି ୦୧.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
