• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Feb 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ...

ସୌର ମକର ମାସ ମାଘ ଶୁକ୍ଳପକ୍ଷ । ଇଂରାଜୀରେ ୧୧ତାରିଖ ରବିବାର ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି- ୨ୟା ରାତ୍ରି ୦୯.୦ ଗତେ ୩ୟା ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୯.୦୯ ଗତେ ୧ ପାଦ- କୃଷିହାନି-ଭୂମିଦାନ ସନ୍ଧ୍ୟା ୦୫.୩୯ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Aquarius

କୁମ୍ଭ

Sunday 11 Feb 2024

ଧନିଷ୍ଠା - ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ । କର୍ମକ୍ଷେତ୍ରରେ ଅବହେଳିତ କାମ ସକାଶେ ଅନୁତାପ କରିବାକୁ ପଡ଼ିପାରେ । ଘରେ କୌଣସି ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ ।

ଶତଭିଷା - ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣରେ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ଟେନସନ ଲାଗିରହିବ । ଶୁଣା କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବେ । ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢ଼ିବ ।

ପୂ,ଭାଦ୍ରପଦ - କଳା, ସାହିତ୍ୟ, ସାମ୍ବାଦିକତାରେ ସମସ୍ୟା ସମାଧାନ ହୋଇଯିବ । ପିଲାମାନଙ୍କ ଗୌରବ ସାମୟିକ ସାନ୍ତ୍ୱନାର କାରଣ ହେବ । କୌଣସି ଆନୁଷ୍ଠାନିକ କାମ କିମ୍ବା ଶୁଭକାର୍ଯ୍ୟରେ ଯୋଗଦେଇପାରନ୍ତି ।

ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :