• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Feb 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ...

ସୌର ମକର ମାସ ମାଘ ଶୁକ୍ଳପକ୍ଷ । ଇଂରାଜୀରେ ୧୧ତାରିଖ ରବିବାର ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି- ୨ୟା ରାତ୍ରି ୦୯.୦ ଗତେ ୩ୟା ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୯.୦୯ ଗତେ ୧ ପାଦ- କୃଷିହାନି-ଭୂମିଦାନ ସନ୍ଧ୍ୟା ୦୫.୩୯ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Libra

ତୁଳା

Sunday 11 Feb 2024

ଚିତ୍ରା - ସହକର୍ମୀଙ୍କ ସହାୟତାରୁ ସରକାରୀ କ୍ଷେତ୍ରରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ । ବନ୍ଧୁଙ୍କଠାରୁ ହଠାତ୍ କୌଣସି ଖବର ପାଇ ଖୁସି ହେବେ । ଅଫିସ କାମରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ । 
ସ୍ୱାତୀ - ବ୍ୟବସାୟ,ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ସଭାସମିତି ଓ ସାହିତ୍ୟ, ସାମ୍ବାଦିକତାରୁ ପ୍ରଶଂସିତ ହେବେ । ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ଥ ହେବେ ।
ବିଶାଖା - ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟି ହେବ । ନିଜର ମନ ମୁତାବକ ଜମି କିଣି ସେଥିରେ ଗୃହ ନିର୍ମାଣ କରିବେ ।
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :