• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ କ୍ଷେତ୍ରରେ ହେବ ବଡ଼ ଅନର୍ଥ

ସୌର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ୧୧ ତାରିଖ ଶନିବାର । ଚନ୍ଦ୍ର – କନ୍ୟା ଦିବା ୦୧.୦୧ ଗତେ ତୁଳା । ତିଥି – ୫ମୀ ଦିବା ୦୯.୦୮ ଗତେ ୬ଷ୍ଠୀ ଘାତ ଚନ୍ଦ୍ର – ବୃଷ ଦିବା ୦୧.୦୧ ପର୍ଯ୍ୟନ୍ତ ଘାତ ବାର- ବୃଷ, ସିଂହ ଓ କନ୍ୟା

Aries

ମେଷ

Saturday 11 Feb 2023

ଉ, ଷାଢା- ସକାଳେ ଚାଲିବା କିମ୍ବା ସାଇକେଲ ଚଲାଇବା ଅଭ୍ୟାସ କରନ୍ତୁ । ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । କର୍ମ କ୍ଷେତ୍ରରେ କୌଣସି କାର୍ଯ୍ୟ ଆପଣଙ୍କୁ କ୍ଷତି ପହଞ୍ଚାଇପାରେ ।

ଶ୍ରବଣା- ପାରିବାରିକ ଜୀବନରେ ସୁଖ ରହିବ ଏବଂ କିଛି ଶୁଭ କାର୍ଯ୍ୟ ସମାପ୍ତ ହେବ । ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ । ଗାଡ଼ି କିଣିବା ଆପଣଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକ ହେବ ।

ଧନିଷ୍ଠା- ରାଜନୀତିରେ ଲୋକ ସମର୍ଥନ ବୃଦ୍ଧି ପାଇବା ସହ ମୂଖ୍ୟ ନେତାଙ୍କର ପ୍ରିୟ ପାତ୍ର ହୋଇପାରିବେ । ଶାରୀରିକ ସମସ୍ୟା ଅଧ୍ୟୟନରେ ବାଧା ସୃଷ୍ଟି କରିପାରେ । ପୈତୃକ ସମ୍ପତି ବୃଦ୍ଧି ହେବାର ସମ୍ଭାବନା ଅଛି ।

ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ