• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ କ୍ଷେତ୍ରରେ ହେବ ବଡ଼ ଅନର୍ଥ

ସୌର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ୧୧ ତାରିଖ ଶନିବାର । ଚନ୍ଦ୍ର – କନ୍ୟା ଦିବା ୦୧.୦୧ ଗତେ ତୁଳା । ତିଥି – ୫ମୀ ଦିବା ୦୯.୦୮ ଗତେ ୬ଷ୍ଠୀ ଘାତ ଚନ୍ଦ୍ର – ବୃଷ ଦିବା ୦୧.୦୧ ପର୍ଯ୍ୟନ୍ତ ଘାତ ବାର- ବୃଷ, ସିଂହ ଓ କନ୍ୟା

Libra

ତୁଳା

Saturday 11 Feb 2023

ଚିତ୍ରା- ଆପଣଙ୍କର ପ୍ରତିଯୋଗୀମାନେ ଟିକେ ଶକ୍ତିଶାଳୀ ହେବେ । ଯାହା ଆପଣଙ୍କ ଉପରେ ମାନସିକ ଚାପ ସୃଷ୍ଟି କରିବ । କୌଣସି ଜିନିଷକୁ ସନ୍ତୁଳିତ ନ କରିପାରି, ଯାହା ଦ୍ୱାରା ସମସ୍ତ ଟଙ୍କା ଖର୍ଚ୍ଚ ହେବ । ଚାକିରି ପାଇବା କାରଣରୁ ଆପଣ ବହୁତ ଖୁସି ରହିବେ ।

ସ୍ୱାତୀ- ପାରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ଜୀବନସାଥୀ ପରସ୍ପରକୁ ଭଲ ଭାବରେ ବୁଝିବା ଆରମ୍ଭ କରିବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି ।

ବିଶାଖା- ଭୂ-ସମ୍ପତି କିଣିବାର ଯୋଗ ରହିଛି । ଘରୋପକରଣ କିଣିବାରେ ଅଧିକ ବ୍ୟୟ କରିବେ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ ।

ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର - ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ