• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Febryary 2025: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଲାଭବାନ ହେବେ...

ସମ୍ପତ୍ତି ବାଡିକୁ ନେଇ ସାମାନ୍ୟ ଚିନ୍ତା ଦେଖାଦେଇପାରେ । କ୍ୟାରିୟରକୁ ନେଇ ଗର୍ବିତ ଅନୁଭବ କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି।

Taurus

ବୃଷ

Tuesday 11 Feb 2025

କୃତିକା- ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିବେ । ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ପ୍ରେମ ସମ୍ପର୍କକୁ ଦୃଢ କରିବେ ।

ରୋହିଣୀ - ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ । ବିଦ୍ୟାର୍ଥୀ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ବାଦବିବାଦ କ୍ଷେତ୍ରରେ ବିଜୟୀ ହେବେ।

ମୃଗଶିରା- ମହିଳାମାନେ ସୁଖଭାଗିନୀ ହେବେ । କର୍ତ୍ତୃପକ୍ଷ ଆପଣଙ୍କୁ କୈାଣସି ବଡ ଦାୟିତ୍ୱ ଦେବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ଦୀର୍ଘଦିନର ଆଶା ପୂରଣ ହୋଇପାରେ।

ପ୍ରତିକାର – ମା’ କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :