• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Febryary 2025: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଲାଭବାନ ହେବେ...

ସମ୍ପତ୍ତି ବାଡିକୁ ନେଇ ସାମାନ୍ୟ ଚିନ୍ତା ଦେଖାଦେଇପାରେ । କ୍ୟାରିୟରକୁ ନେଇ ଗର୍ବିତ ଅନୁଭବ କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି।

Pisces

ମୀନ

Tuesday 11 Feb 2025

ପୂ, ଭାଦ୍ରପଦ- ଯାନବାହନରୁ ପତନର ଯୋଗ ରହିଅଛି । ଚାକିରି କ୍ଷେତ୍ରରେ ଭଲ ବେତନ ପାଇବେ । ଜୀବନସାଥୀଙ୍କ ମଧ୍ୟରେ ସାମାନ୍ୟ ତିକ୍ତତା ଦେଖା ଦେଇପାରେ । ପରିବାରରେ ଆପଣଙ୍କ ଗୁରୁତ୍ୱ ବୃଦ୍ଧି ପାଇବ ।

ଉ, ଭାଦ୍ରପଦ- ସମ୍ପତ୍ତି ବାଡିକୁ ନେଇ ସାମାନ୍ୟ ଚିନ୍ତା ଦେଖାଦେଇପାରେ । କ୍ୟାରିୟରକୁ ନେଇ ଗର୍ବିତ ଅନୁଭବ କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି।

ରେବତୀ- ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ଧୈର୍ଯ୍ୟର ସହିତ ସବୁ କାର୍ୟ୍ୟକୁ ସମାଧାନ କରିପାରିବେ । ନାନା ଭାବନା ଓ ଦ୍ୱିଧାଭାବ ଭିତରେ ଗତି କରି ପାରନ୍ତି । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ ।

ପ୍ରତିକାର – ଓଁ ବୃଂ ବୃହସ୍ପତୟେ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :