• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Febryary 2025: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଲାଭବାନ ହେବେ...

ସମ୍ପତ୍ତି ବାଡିକୁ ନେଇ ସାମାନ୍ୟ ଚିନ୍ତା ଦେଖାଦେଇପାରେ । କ୍ୟାରିୟରକୁ ନେଇ ଗର୍ବିତ ଅନୁଭବ କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି।

Gemini

ମିଥୁନ

Tuesday 11 Feb 2025

ମୃଗଶିରା- ମାନସିକ ଅସ୍ଥିରତା କାରଣରୁ ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିପାରିବେ । ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।

ଆଦ୍ରା- ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ଜୀବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀମାନେ ପରିଶ୍ରମ ମୁତାବକ ଫଳପାଇବେ । ପ୍ରଶାସନ କ୍ଷେତ୍ରରେ ଶୁଭ ଫଳ ପାଇବେ।

ପୁନର୍ବସୁ- ଚୋରି ହେବା ସମ୍ଭାବନା ରହିଛି । ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :