• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Febryary 2025: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଲାଭବାନ ହେବେ...

ସମ୍ପତ୍ତି ବାଡିକୁ ନେଇ ସାମାନ୍ୟ ଚିନ୍ତା ଦେଖାଦେଇପାରେ । କ୍ୟାରିୟରକୁ ନେଇ ଗର୍ବିତ ଅନୁଭବ କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି।

Cancer

କର୍କଟ

Tuesday 11 Feb 2025

ପୁନର୍ବସୁ- ହଜମ ଜନିତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ । ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ମାନସିକ ଚାପ ସତ୍ତ୍ୱେ ପରିବାରର ସବୁ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ ।

ପୁଷ୍ୟା- ବିବାହ ଆଶାୟୀ ଯୁବକଯୁବତୀମାନେ ବିବାହ ବଦ୍ଧନରେ ଆବଦ୍ଧ ହୋଇପାରନ୍ତି । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ।

ଅଶ୍ଳେଷା- ପଛ କଥା ନଭାବି ବର୍ତ୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ମହିଳାମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ । ଆଧ୍ୟାତ୍ମିକ ଜୀବନ ବିତାଇ ପାରନ୍ତି।

ପ୍ରତିକାର – ମା’ ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :