• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Febryary 2025: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଲାଭବାନ ହେବେ...

ସମ୍ପତ୍ତି ବାଡିକୁ ନେଇ ସାମାନ୍ୟ ଚିନ୍ତା ଦେଖାଦେଇପାରେ । କ୍ୟାରିୟରକୁ ନେଇ ଗର୍ବିତ ଅନୁଭବ କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି।

Leo

ସିଂହ

Tuesday 11 Feb 2025

ମଘା- ଶାରିରୀକ ଓ ମାନସିକ ସ୍ତରରେ ଉନ୍ନତି ଆସିବ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି ହେବ। ପାରିବାରିକ ଶାନ୍ତି ବୃଦ୍ଧି ପାଇବ ଏବଂ ସମସ୍ତ କାର୍ଯ୍ୟ ଶୁଭପ୍ରଦ ହେବ ।

ପୂ,ଫାଲଗୁନି- ନୂତନ କର୍ମ କ୍ଷେତ୍ରରେ ଯୋଗଦାନ ଦେଇ ପାରନ୍ତି । ରାଜନୀତିରେ ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

ଉ,ଫାଲଗୁନି- ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ମହିଳାମାନେ କରିଥିବା ଆଶା ପୂରଣ ହୋଇପାରେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ।

ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :