ସମ୍ପତ୍ତି ବାଡିକୁ ନେଇ ସାମାନ୍ୟ ଚିନ୍ତା ଦେଖାଦେଇପାରେ । କ୍ୟାରିୟରକୁ ନେଇ ଗର୍ବିତ ଅନୁଭବ କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି।
ଉ- ଫାଲ୍ଗୁନୀ- ଭାଗୀଦାରୀ ବ୍ୟବସାୟୀଙ୍କ ସହ ସମନ୍ୱୟ ଭଲ ରହିବ । ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । ସମସ୍ତ ପରିବାର ସଦସ୍ୟ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି ।
ହସ୍ତା- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ । ଅନ୍ୟର ସାହାଯ୍ୟ ସମର୍ଥନରେ ଲକ୍ଷ୍ୟ ହାସଲ କରିପାରିବେ ।
ଚିତ୍ରା- ଧାର୍ମିକ ଭାବନାରେ ଶାନ୍ତି ପାଇବେ ଓ ଆତ୍ମ ବିଶ୍ୱାସ ବଢିପାରେ । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।
ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫