ସମ୍ପତ୍ତି ବାଡିକୁ ନେଇ ସାମାନ୍ୟ ଚିନ୍ତା ଦେଖାଦେଇପାରେ । କ୍ୟାରିୟରକୁ ନେଇ ଗର୍ବିତ ଅନୁଭବ କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି।
ବିଶାଖା- ଆପଣଙ୍କର ଭାଗ୍ୟ ଆପଣଙ୍କ ସହିତ ରହିବ ଏବଂ କମ୍ ପରିଶ୍ରମ ସତ୍ତ୍ୱେ ଅନୁକୂଳ ଫଳାଫଳ ପାଇବେ । ପରିବାର ସଦସ୍ୟଙ୍କ ମଧ୍ୟରେ ଥିବା ସମନ୍ୱୟ ବିଘ୍ନ ଆଣିପାରେ କିନ୍ତୁ ପରିସ୍ଥିତି ଧୀରେ ଧୀରେ ଭଲ ରହିବ ।
ଅନୁରାଧା- ସ୍ଥାବର ଅସ୍ଥାବର ସମ୍ପତ୍ତିର ମାଲିକାନା ପାଇପାରନ୍ତି । ଶିକ୍ଷା ସହ ଜଡିତ କିଛି ଅସୁବିଧା ସାମ୍ନା କରିବାକୁ ପଡିପାରେ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ ।
ଜ୍ୟୋଷ୍ଠା- ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଜମି , ଦଲାଲକୁ ଯଥେଷ୍ଟ ଲାଭ ମିଳିବ । ସଫଳତା ପାଇଁ ପ୍ରୟାସ ଜାରି ରଖନ୍ତୁ।
ପ୍ରତିକାର – ବଗଳାମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯