• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Febryary 2025: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଲାଭବାନ ହେବେ...

ସମ୍ପତ୍ତି ବାଡିକୁ ନେଇ ସାମାନ୍ୟ ଚିନ୍ତା ଦେଖାଦେଇପାରେ । କ୍ୟାରିୟରକୁ ନେଇ ଗର୍ବିତ ଅନୁଭବ କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି।

Sagittarius

ଧନୁ

Tuesday 11 Feb 2025

ମୂଳା- କର୍ମକ୍ଷେତ୍ରରେ କେତେକ ସମସ୍ୟାକୁ କେନ୍ଦ୍ରକରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଈର୍ଷା ପରାୟଣ ମନୋଭାବ କାରଣରୁ ନିକଟ ସମ୍ପର୍କୀୟମାନେ ଦୂରେଇ ରହିପାରନ୍ତି।

ପୂ,ଷାଢା- କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀମାନେ ଏକାଗ୍ରତା ରକ୍ଷା କରିବେ ।

ଉ,ଘାଢା- ମାଲିମୋକଦ୍ଦମା ଆପୋଷ ବୁଝାମଣା ମଧ୍ୟରେ ସମାଧାନ କରିବେ । ଗୃହିଣୀମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କିଛି ବିଶେଷ କାର୍ଯ୍ୟ ଅତିଶୀଘ୍ର ପୂରଣ ହେବ ।

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :