ସମ୍ପତ୍ତି ବାଡିକୁ ନେଇ ସାମାନ୍ୟ ଚିନ୍ତା ଦେଖାଦେଇପାରେ । କ୍ୟାରିୟରକୁ ନେଇ ଗର୍ବିତ ଅନୁଭବ କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି।
ଅଶ୍ୱନୀ- ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକପ୍ରେମିକାମାନେ ପରସ୍ପରଠାରୁ ଦୂରତ୍ୱ ଅବଲମ୍ବନ କରିବେ । ଦୁର୍ଘଟଣାଗ୍ରସ୍ତ ହୋପାରନ୍ତି । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ ।
ଦ୍ୱିଜା- ବିଦେଶ ଯାତ୍ରା କରି ପାରନ୍ତି । ମହିଳାମାନେ ସୁସମୃଦ୍ଧି ପ୍ରାପ୍ତ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇପାରିବେ।
କୃତିକା- ମାଲିମକଦ୍ଦମାରେ ଜୟଯୁକ୍ତ ହେବେ । ମହିଳାମାନେ ସନ୍ତାନମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ ।
ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ସଂଖ୍ୟା :୯