• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Jan 2024: ଆଜି ଏହି ରାଶିର ବ୍ୟକ୍ତି ଯେଉଁ କର୍ଯ୍ୟରେ ହାତ ଦେବେ ସଫଳତା ପାଇବେ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୧୧ ଗୁରୁବାର । ଚନ୍ଦ୍ର- ଧନୁ ରାତ୍ରି ୧୧.୦୪ ଗତେ ମକର । ତିଥି- ଅମାବାସ୍ୟା ସନ୍ଧ୍ୟା ୦୫.୨୭ ଗତେ ପ୍ରତିପଦ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ରାତ୍ରି ୧୧.୦୪ ଗତେ ସିଂହ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ସନ୍ଧ୍ୟା ୦୫.୩୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Aries

ମେଷ

Thursday 11 Jan 2024

ଅଶ୍ୱନୀ- ଅତୀତ କଥା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ । ଅସଜଡା ପାରିବାରିକ ପରିସ୍ଥିତି ସହ କର୍ମକ୍ଷେତ୍ରରେ କଳହ ଲାଗିରହିପାରେ। ବ୍ୟବସାୟରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି ।

ଦ୍ୱିଜା- ପରକଥାରେ ପଡ଼ି ଭୁଲ ମାର୍ଗ ଅନୁସରଣ କରି ହଇରାଣ ହେବେ । ଅପୂରଣୀୟ ଆଶା ମନରେ ଆଲୋଡ଼ନ କରିବା କାରଣରୁ ସାମୟିକ ଅଶାନ୍ତି ରହିବେ । ଆମଦାନୀ କାରବାର କ୍ଷେତ୍ରରେ ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବ ।

କୃତିକା- ସାମାଜିକ ସ୍ତରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ ଆଲୋଚନା ପରିପ୍ରେକ୍ଷୀରେ ସମ୍ପର୍କୀୟ ଆପଣଙ୍କ ପରାମର୍ଶ ଲୋଡିପାରନ୍ତି । ସୁବିଧା ସୁଯୋଗ ହାସଲ କରି କାମ କରିବା ପାଇଁ ବ୍ୟସ୍ତ ହୋଇପଡ଼ିବେ ।

ପ୍ରତିକାର- ପାରାକୁ ଚାଉଳ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :