• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Jan 2024: ଆଜି ଏହି ରାଶିର ବ୍ୟକ୍ତି ଯେଉଁ କର୍ଯ୍ୟରେ ହାତ ଦେବେ ସଫଳତା ପାଇବେ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୧୧ ଗୁରୁବାର । ଚନ୍ଦ୍ର- ଧନୁ ରାତ୍ରି ୧୧.୦୪ ଗତେ ମକର । ତିଥି- ଅମାବାସ୍ୟା ସନ୍ଧ୍ୟା ୦୫.୨୭ ଗତେ ପ୍ରତିପଦ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ରାତ୍ରି ୧୧.୦୪ ଗତେ ସିଂହ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ସନ୍ଧ୍ୟା ୦୫.୩୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Aquarius

କୁମ୍ଭ

Thursday 11 Jan 2024

ଧନିଷ୍ଠା- ବ୍ୟବସାୟିକ, ସାମାଜିକ, ଅଭିବୃଦ୍ଧି କ୍ରମଶଃ ବୃଦ୍ଧି ପାଇବାରୁ ସାମୟିକ ଖୁସି ରହିବେ । ବହୁତ ଦିନରୁ ଅପେକ୍ଷା କରିଥିବା ସୁଯୋଗ ଆଜି ପାଇପାରନ୍ତି । ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି କାରଣରୁ ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡ଼ିପାରେ।

ଶତଭିଷା- କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ । ଈର୍ଷାପରାୟଣ ନିଜ ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି । ରାଜନୀତିରେ, ସାଂଗଠନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।

ପୂ,ଭାଦ୍ରପଦ- ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବାଦବିବାଦ କ୍ରମେ ଜଟିଳ ହୋଇପାରେ । ବିଶିଷ୍ଟ ବ୍ୟକ୍ତିଙ୍କ ସହ ଯୋଗସୂତ୍ର ସ୍ଥାପନ କରି କାର୍ଯ୍ୟ ହାସଲ କରିବେ । ଈର୍ଷାପରାୟଣ ଶତ୍ରୁମାନଙ୍କର ସମସ୍ୟା ସୃଷ୍ଟି ମନକୁ ଭାରାକ୍ରାନ୍ତ କରିପାରେ

ପ୍ରତିକାର- ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :