• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Jan 2024: ଆଜି ଏହି ରାଶିର ବ୍ୟକ୍ତି ଯେଉଁ କର୍ଯ୍ୟରେ ହାତ ଦେବେ ସଫଳତା ପାଇବେ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୧୧ ଗୁରୁବାର । ଚନ୍ଦ୍ର- ଧନୁ ରାତ୍ରି ୧୧.୦୪ ଗତେ ମକର । ତିଥି- ଅମାବାସ୍ୟା ସନ୍ଧ୍ୟା ୦୫.୨୭ ଗତେ ପ୍ରତିପଦ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ରାତ୍ରି ୧୧.୦୪ ଗତେ ସିଂହ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ସନ୍ଧ୍ୟା ୦୫.୩୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Cancer

କର୍କଟ

Thursday 11 Jan 2024

ପୁନର୍ବସୁ- ଆର୍ଥିକ ଦିଗରୁ ସାମାନ୍ୟ ସୁବିଧା ହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳ କ୍ରମେ ସମାଧାନ କରି ପ୍ରଶଂସିତ ହେବେ । ବ୍ୟବସାୟରେ ନୂତନ ଧାରା ଖୋଲିବା ଫଳରେ ଆଶାତିତ ଲାଭ ପାଇବେ ।

ପୁଷ୍ୟା- ଜଣେ ସତ୍ୟନିଷ୍ଠ ବ୍ୟକ୍ତି ଭାବେ ଜନସାଧାରଣଙ୍କ ଆଦରଣୀୟ ହେବେ । ବିଳାସ ବ୍ୟସନ ପ୍ରତି ଆଗ୍ରହୀ ହୋଇପାରନ୍ତି । ନିର୍ଭୟରେ କାର୍ଯ୍ୟ ସମ୍ପାଦନ କରି ପ୍ରଶଂସାର ପାତ୍ର ହେବେ ।

ଅଶ୍ଲେଷା- ମିଠା କଥା କହି ବନ୍ଧୁଙ୍କୁ ଆପଣାର କରିବେ; ଯାହା ଦ୍ୱାରା କାମ ହାସଲ ସହଜ ହୋଇପାରିବ । ସମସ୍ୟାର ସମାଧାନ ହେବାରେ ସମୟକୁ ଅପେକ୍ଷା କରିବାକୁ ପଡ଼ିପାରେ । ରୋଗ, ଋଣ ଓ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ ।

ପ୍ରତିକାର- ମିଠା ଦହି ଖାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :