• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Jan 2024: ଆଜି ଏହି ରାଶିର ବ୍ୟକ୍ତି ଯେଉଁ କର୍ଯ୍ୟରେ ହାତ ଦେବେ ସଫଳତା ପାଇବେ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୧୧ ଗୁରୁବାର । ଚନ୍ଦ୍ର- ଧନୁ ରାତ୍ରି ୧୧.୦୪ ଗତେ ମକର । ତିଥି- ଅମାବାସ୍ୟା ସନ୍ଧ୍ୟା ୦୫.୨୭ ଗତେ ପ୍ରତିପଦ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ରାତ୍ରି ୧୧.୦୪ ଗତେ ସିଂହ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ସନ୍ଧ୍ୟା ୦୫.୩୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Leo

ସିଂହ

Thursday 11 Jan 2024

ମଘା- ବ୍ୟବସାୟୀ କୌଣସି ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଚିନ୍ତା କରିପାରନ୍ତି । ଦାମ୍ପତ୍ୟ ଜୀବନରେ ପ୍ରେମ ରହିବ । ପରସ୍ପର ସହ ଅଧିକ ସମୟ ବିତାଇବା ପାଇଁ ଚେଷ୍ଟା କରନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।

ପୂ,ଫାଲଗୁନି- ରାଜନୀତିରେ ଶତୃମାନେ ମିତ୍ର ଭାବର ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟ କଳାପରେ ଅସନ୍ତୁଷ୍ଟ ରହିପାରନ୍ତି । ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗଦେଇ ଅଧୁରା କାର୍ଯ୍ୟ ପୁରା କରିବେ ।

ଉ,ଫାଲଗୁନି- ସମାଜ ସେବାରେ ନିଜର ରୁଚି ରଖିବେ । ନୂତନ ଜମିଜମା କିଣି ପାରନ୍ତି । ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ । ରାସ୍ତା ଘାଟରେ ସତର୍କତା ସହ ଯାତାୟାତ କରନ୍ତୁ ।

ପ୍ରତିକାର- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ ଥୋଇ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :