• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Jan 2024: ଆଜି ଏହି ରାଶିର ବ୍ୟକ୍ତି ଯେଉଁ କର୍ଯ୍ୟରେ ହାତ ଦେବେ ସଫଳତା ପାଇବେ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୧୧ ଗୁରୁବାର । ଚନ୍ଦ୍ର- ଧନୁ ରାତ୍ରି ୧୧.୦୪ ଗତେ ମକର । ତିଥି- ଅମାବାସ୍ୟା ସନ୍ଧ୍ୟା ୦୫.୨୭ ଗତେ ପ୍ରତିପଦ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ରାତ୍ରି ୧୧.୦୪ ଗତେ ସିଂହ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ସନ୍ଧ୍ୟା ୦୫.୩୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Virgo

କନ୍ୟା

Thursday 11 Jan 2024

ଉ,ଫଳଗୁନି- ଦାମ୍ପତ୍ୟ ଜୀବନ ଅତ୍ୟନ୍ତ ସୁଖ ପ୍ରଦ ହେବ । ଶାରୀରିକ କଷ୍ଟ ଅନୁଭବ କରିପାରନ୍ତି । ପରିବାରରେ କୌଣସି ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ ।

ହସ୍ତା- ସରକାରୀ ଚାକିରିଆଙ୍କୁ ଦୂରଯାତ୍ରା କରିବାର ଯୋଗ ରହିଛି । ଛାତ୍ରଛାତ୍ରୀଙ୍କୁ ପାଠପଢାରେ ଅଧିକ ପରିଶ୍ରମ କରିବାକୁ ପଡ଼ିବ । କର୍ମକ୍ଷେତ୍ରରେ ବିଭିନ୍ନ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ ।

ଚିତ୍ରା- ପୈତୃକ ସମ୍ପତ୍ତି ପାରିବାରିକ ଦ୍ୱନ୍ଦର ସମାଧାନ ହୋଇପାରେ । ସନ୍ତାନ ସନ୍ତତିଙ୍କ ବିଦ୍ୟାରେ ଓ ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ଆନନ୍ଦିତ ହେବେ । କଳା, ସାହିତ୍ୟ, ସଙ୍ଗୀତ, କ୍ଷେତ୍ରରେ ସଫଳତା ହାସଲ କରିବେ ।

ପ୍ରତିକାର- ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :