• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th Jan 2024: ଆଜି ଏହି ରାଶିର ବ୍ୟକ୍ତି ଯେଉଁ କର୍ଯ୍ୟରେ ହାତ ଦେବେ ସଫଳତା ପାଇବେ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୧୧ ଗୁରୁବାର । ଚନ୍ଦ୍ର- ଧନୁ ରାତ୍ରି ୧୧.୦୪ ଗତେ ମକର । ତିଥି- ଅମାବାସ୍ୟା ସନ୍ଧ୍ୟା ୦୫.୨୭ ଗତେ ପ୍ରତିପଦ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ରାତ୍ରି ୧୧.୦୪ ଗତେ ସିଂହ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ସନ୍ଧ୍ୟା ୦୫.୩୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Sagittarius

ଧନୁ

Thursday 11 Jan 2024

ମୂଳା- ସହକର୍ମୀଙ୍କ ସହ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ଆଶଙ୍କା ରହିଛି । ବହୁତ ଦିନର ଅପୂରଣୀୟ ଆଶା ମନକୁ ଭାରାକ୍ରାନ୍ତ କରିବ। ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି ।

ପୂ,ଷାଢା- ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଭିତର ଦେଇ ଚଳିବା ପାଇଁ ବାଧ୍ୟ ହେବେ । ମନ ଭଲ ନ ଥିବା କାରଣରୁ କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ । କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ ।

ଉ,ଷାଢା- ଆର୍ଥିକ ସ୍ଥିତି ପୂର୍ବପରି ରହିବ କୌଣସି ମୂଲ୍ୟବାନ ଜିନିଷ କ୍ରୟ କରିପାରନ୍ତି । ପରିବାରରେ ଜମିଜମା ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ । କାମ ହାସଲ ସକାଶେ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ ।

ପ୍ରତିକାର- ହଳଦୀ ରଙ୍ଗର ପୋଷାକ ପିନ୍ଧନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :