• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th January 2023: ଏହି ରାଶିର ବ୍ୟକ୍ତି ଆଜି କରଜ ପରିଶୋଧ କରିବାରେ ସକ୍ଷମ ହେବେ

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ବୁଧବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି - ୪ର୍ଥୀ ଦିବା ୦୨.୩୧ ଗତେ ୫ମୀ,ଘାତ ଚନ୍ଦ୍ର - କର୍କଟ, ମକର ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ନାସ୍ତି

Aries

ମେଷ

Wednesday 11 Jan 2023

ଅଶ୍ୱନୀ- ଖାଦ୍ୟ ପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ । ବସ୍ତ୍ର, ବ୍ୟବସାୟ, ଖାଦ୍ୟ ପ୍ରଦାନ ବ୍ୟବସାୟ ସୈାଖିନ ସାମଗ୍ରୀ ବ୍ୟବସାୟ , ଘର ସାଜସଜ୍ଜାକୁ ନେଇ ବ୍ୟବସାୟରେ ଲାଭବାନ ହେବେ । କୌଣସି ଛୋଟ ସମସ୍ୟା କିମ୍ବା ବିବାଦ ମଧ୍ୟ ହ୍ରାସ ପାଇବ ।

କୃତିକା- ପରିବାରକୁ ଖୁସି କରିବା ପାଇଁ ବହୁତ ପରିଶ୍ରମ କରିବେ ଯାହା ଆପଣଙ୍କର ସମ୍ପର୍କ ବଢ଼ାଇବାରେ ସାହାଯ୍ୟ କରିବ । ଋଣ ନେଇ କିମ୍ବା ଅନ୍ୟ କୌଣସି ଉପାୟରେ ଆପଣଙ୍କର କାର‌୍ୟ୍ୟ ସମାପ୍ତ କରିବାରେ ଅସୁବିଧା ହୋଇପାରେ । ନିଜର କ୍ୟାରିୟର ବିକାଶ ପାଇଁ ସମସ୍ତ ପ୍ରୟାସ କରିବେ ।

ଦ୍ୱିଜା-ନୂତନ ଜମି କ୍ରୟ କରିବାର ସୁଯୋଗ ଆସିବ । ରାଜନିତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ନୂତନ ଭାବେ ଆରମ୍ଭ କରୁଥିବା କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ ।

ପ୍ରତିକାର - ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :