Daily Horoscope 11th January 2025: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂତନ ଜମି କ୍ରୟ କରିବାର ଯୋଗ ରହିଛି
/odishatv-khabar/media/media_files/uploadimage/library/16_9/16_9_0/IMAGE_1736567128-870063.jpg)
ସୌର ଧନୁ ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ଶନିବାର । ଚନ୍ଦ୍ର- ବୃଷ ରାତ୍ରି ୧୧.୫୫ ଗତେ ମିଥୁନ,ତିଥି- ୧୨ଶୀ ଦିବା ୦୮.୨୧ ଗତେ ୧୩ଶୀ,ଘାତଚନ୍ଦ୍ର- ବିଛା ରାଶିର, ରାତ୍ରି ୧୧.୫୫ ଗତେ କନ୍ୟା ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୮.୨୧ ଗତେ ୧ ପାଦ-କୃଷିହାନି-ଭୂମିଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
