• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବାଣିଜ୍ୟ, ବ୍ୟବସାୟରେ ଉନ୍ନତି ଘଟିବ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ସନ୍ଧ୍ୟା ୦୬.୫୯ ଗତେ ମେଷ,ତିଥି – ୯ମୀ ସନ୍ଧ୍ୟା ୦୬.୦୫ ଗତେ ୧୦ମୀ ,ଘାତ ଚନ୍ଦ୍ର – ମେଷ ଅହୋରାତ୍ର ,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ

Aquarius

କୁମ୍ଭ

Tuesday 11 Jul 2023

ଧନିଷ୍ଠା- ପାରିବାରିକ ଯୋଜନାଗୁଡ଼ିକ ଠିକ୍ଭାବେ ସମ୍ପୂର୍ଣ୍ଣ ହେବ । କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନାହିଁ।

ଶତଭିଷା- କୌଶଳପୂର୍ଣ୍ଣ କଥା ଓ ସାଧାରଣ ତ୍ୟାଗ ମାଧ୍ୟମରେ କାର‌୍ୟ୍ୟ ହାସଲ କରିବେ। ଆନୁଷ୍ଠାନିକ କାମ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ରପ୍ତାନି ବାଣିଜ୍ୟ, ବ୍ୟବସାୟରେ ଉନ୍ନତି ଘଟିବ।

ପୂ, ଭାଦ୍ରପଦ- କାହାକୁ ହେଲେ ବିରକ୍ତିଭରା କଥା କହିବା ଠିକ୍ ହେବ ନାହିଁ । ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ଆବଶ୍ୟକ ଅର୍ଥ ଜଣେ ବନ୍ଧୁଙ୍କ ନିକଟରୁ ପ୍ରାପ୍ତି ହେବ।

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :