• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବାଣିଜ୍ୟ, ବ୍ୟବସାୟରେ ଉନ୍ନତି ଘଟିବ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ସନ୍ଧ୍ୟା ୦୬.୫୯ ଗତେ ମେଷ,ତିଥି – ୯ମୀ ସନ୍ଧ୍ୟା ୦୬.୦୫ ଗତେ ୧୦ମୀ ,ଘାତ ଚନ୍ଦ୍ର – ମେଷ ଅହୋରାତ୍ର ,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ

Gemini

ମିଥୁନ

Tuesday 11 Jul 2023

ମୃଗଶିରା- ପୂର୍ବ ନିର୍ଦ୍ଧାରିତ କୌଣସି ନୂତନ କର୍ମାରମ୍ଭ ସକାଶେ ମନ ବଳାଇବେ। ବନ୍ଧୁ୍ଙ୍କ କାମରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର‌୍ୟ୍ୟ ସାଧନ କରିବେ। ପ୍ରତିରୋଧ ବୃଦ୍ଧି ପାଇବା ହେତୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ।

ଆଦ୍ରା-ଶତ୍ରୁମାନେ ପିଛା କରୁଥିବାରୁ କର୍ମକ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ। ସାମାଜିକ ସ୍ତରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ପ୍ରାୟୋଜିତ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ଯାତ୍ରା, ପ୍ରଶାସନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।

ପୁନର୍ବସୁ- ସମସ୍ୟା ଲାଗି ରହୁଥିଲେ ମଧ୍ୟ ସ୍ବାସ୍ଥ୍ୟ ପ୍ରତି ହେଳା କରିବା ଠିକ୍ ହେବ ନାହିଁ। ଜମିଜମା, ପ୍ରଶାସନ, ସାମ୍ବାଦିକତାରେ ଦୁଶ୍ଚିନ୍ତା ଆସିବ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :