• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବାଣିଜ୍ୟ, ବ୍ୟବସାୟରେ ଉନ୍ନତି ଘଟିବ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ସନ୍ଧ୍ୟା ୦୬.୫୯ ଗତେ ମେଷ,ତିଥି – ୯ମୀ ସନ୍ଧ୍ୟା ୦୬.୦୫ ଗତେ ୧୦ମୀ ,ଘାତ ଚନ୍ଦ୍ର – ମେଷ ଅହୋରାତ୍ର ,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ

Cancer

କର୍କଟ

Tuesday 11 Jul 2023

ପୁନର୍ବସୁ- ବନ୍ଧୁମାନଙ୍କ ସାହାଯ୍ୟରେ ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ହୋଇଯିବ। ବିବାଦୀୟ ପରିସ୍ଥିତି ସାମୟିକ ମନକୁ ପ୍ରଭାବିତ କରିପାରେ। କର୍ମକ୍ଷେତ୍ରରେ ପରିସ୍ଥିତିକୁ ଲକ୍ଷ୍ୟ କରି ମନର ଭାବ ପ୍ରକାଶ କରିବାରେ ପଛେଇଯିବେ।

ପୁଷ୍ୟା- ବିବାଦୀୟ ଘଟଣାରେ କାହା କଥା ନ ଶୁଣି ଠିକ୍ ବିଚାର କରନ୍ତୁ। ପୂର୍ବ ସମସ୍ୟାର ସମାଧାନ ହେବାରେ ପଡ଼ୋଶୀ ସାହାଯ୍ୟ କରିବେ। ପାଖରେ ଥିବା ଜିନିଷ ପରକୁ ଦେଇ ଖୋଜିଲା ସମୟରେ ନ ପାଇ ଅପଦସ୍ଥ ହୋଇପାରନ୍ତି।

ଅଶ୍ଳେଷା- ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ଚିନ୍ତା କରି ପାରନ୍ତି। ମୋଟା ଅଙ୍କର ଅର୍ଥ ସଂଗ୍ରହ ସକାଶେ ସରକାରୀ ସ୍ତରରୁ ଋଣକରିପାରନ୍ତି। ଜମିଜମା କାରବାର, ନିର୍ମାଣାଧୀନ କାର‌୍ୟ୍ୟ, ବାଣିଜ୍ୟ ଓ ଆନୁଷ୍ଠାନିକ କାମଶେଷ ପର‌୍ୟ୍ୟାୟରେ ପହଞ୍ଚିବ।

ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :