• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବାଣିଜ୍ୟ, ବ୍ୟବସାୟରେ ଉନ୍ନତି ଘଟିବ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ସନ୍ଧ୍ୟା ୦୬.୫୯ ଗତେ ମେଷ,ତିଥି – ୯ମୀ ସନ୍ଧ୍ୟା ୦୬.୦୫ ଗତେ ୧୦ମୀ ,ଘାତ ଚନ୍ଦ୍ର – ମେଷ ଅହୋରାତ୍ର ,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ

Libra

ତୁଳା

Tuesday 11 Jul 2023

ଚିତ୍ରା- ପରିବାରରେ ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ହୋଇଯିବ। ବନ୍ଧୁଙ୍କ ସହ ଭ୍ରମଣ ସୁଯୋଗ ଲାଭକରି ସାମୟିକ ଖୁସି ଅନୁଭବ କରିବେ । ନିଜ ଅବହେଳା ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଆଶଙ୍କା ଦେଖାଦେବ।

ସ୍ୱାତୀ- କର୍ମକ୍ଷେତ୍ରରେ ଆପଣଙ୍କ କାମକୁ ଅନ୍ୟ କର୍ମଚାରୀମାନେ ଅସ୍ବୀକାର କରିପାରନ୍ତି । ଅବଶ୍ୟ ଅସମ୍ପୂର୍ଣ୍ଣ କାମରୁ ପୂର୍ଣ୍ଣାଙ୍ଗ କରିବାରେ କୌଣସି ପ୍ରତିରୋଧ ରହିବ ନାହିଁ।

ବିଶାଖା- ଅନ୍ୟମାନଙ୍କ କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରନ୍ତି। ଅଫିସ୍ କାମରେ ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ବ୍ୟବସାୟ, ବାଣିଜ୍ୟ କ୍ଷତି ନ ହେଲେ ମଧ୍ୟ ବିଶେଷ ଲାଭ ନ ହୋଇପାରେ।

ପ୍ରତିକାର – ଶ୍ରୀ କମଳାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :