• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବାଣିଜ୍ୟ, ବ୍ୟବସାୟରେ ଉନ୍ନତି ଘଟିବ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ସନ୍ଧ୍ୟା ୦୬.୫୯ ଗତେ ମେଷ,ତିଥି – ୯ମୀ ସନ୍ଧ୍ୟା ୦୬.୦୫ ଗତେ ୧୦ମୀ ,ଘାତ ଚନ୍ଦ୍ର – ମେଷ ଅହୋରାତ୍ର ,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ

Capricorn

ମକର

Tuesday 11 Jul 2023

ଉ, ଷାଢା- ପରିବାରରେ ପିଲାମାନଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହୋଇପାରେ।

ଶ୍ରବଣା- ସହକର୍ମୀଙ୍କ ସହଯୋଗ ପାଇ କାମ ହାସଲ କରିବେ। ସଂଗଠନ, ରାଜନୀତି କିମ୍ବା ପ୍ରଶାସନିକ ସ୍ତରରେ ବିବାଦୀୟ ପରିସ୍ଥିତିର ସାମ୍ନା କରିବେ।

ଧନିଷ୍ଠା- ଅନ୍ୟମାନଙ୍କ ସହ ପ୍ରତିଯୋଗିତା ମନୋଭାବରୁ ଅସନ୍ତୁଷ୍ଟ ରହିବେ। କଚେରି ମାମଲା ନେଇ ବ୍ୟସ୍ତତା ବଢ଼ିବ କିନ୍ତୁ କଳା, ସାହିତ୍ୟ, ସଂସ୍କୃତି କ୍ଷେତ୍ରରୁ ସୁନାମ ମିଳିବ।

ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :