• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୧ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ରାତ୍ରି ୦୭.୪୯ ଗତେ କନ୍ୟା । ତିଥି- ୫ମୀ ଦିବା ୧୦.୦୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ରାତ୍ରି ୦୭.୪୯ ଗତେ ବୃଷ ରାଶି । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୦୧.୦୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Aries

ମେଷ

Thursday 11 Jul 2024

ଅଶ୍ୱନୀ- ଆପଣଙ୍କ  ମନରେ ଏଭଳି ବିଚାର ଆସିବ  ଯାହା ଦ୍ୱାରା ପ୍ରଗତିର ବାଟ ଖୋଲିବ । ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । 

ଦ୍ୱିଜା- ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ  ।

କୃତିକା- ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ । କୈାଣସି କାର‌୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ସମ୍ପତି ବୃଦ୍ଧି ହୋଇପାରେ ।

ପ୍ରତିକାର -  ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS