ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୧ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ରାତ୍ରି ୦୭.୪୯ ଗତେ କନ୍ୟା । ତିଥି- ୫ମୀ ଦିବା ୧୦.୦୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ରାତ୍ରି ୦୭.୪୯ ଗତେ ବୃଷ ରାଶି । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୦୧.୦୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
ଅଶ୍ୱନୀ- ଆପଣଙ୍କ ମନରେ ଏଭଳି ବିଚାର ଆସିବ ଯାହା ଦ୍ୱାରା ପ୍ରଗତିର ବାଟ ଖୋଲିବ । ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ ।
ଦ୍ୱିଜା- ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ ।
କୃତିକା- ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ । କୈାଣସି କାର୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ସମ୍ପତି ବୃଦ୍ଧି ହୋଇପାରେ ।
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯