• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୧ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ରାତ୍ରି ୦୭.୪୯ ଗତେ କନ୍ୟା । ତିଥି- ୫ମୀ ଦିବା ୧୦.୦୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ରାତ୍ରି ୦୭.୪୯ ଗତେ ବୃଷ ରାଶି । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୦୧.୦୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Taurus

ବୃଷ

Thursday 11 Jul 2024

କୃତିକା- ପରିବାର ସଦସ୍ୟଙ୍କ କାର‌୍ୟ୍ୟକଳାପ ଅସନ୍ତୋଷ ସୃଷ୍ଟି କରିପାରେ । ଘରେ ବନ୍ଧୁ ମିଳନ ଓ ଆମୋଦ ପ୍ରମୋଦ ସକାଶେ ନୂତନ ଯୋଜନା କରିବେ। ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ ।

ରୋହିଣୀ- ଆଜି ଆପଣ ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। କ୍ୟାରିୟରେ ଆଗକୁ ଯିବା ପାଇଁ ସୁଯୋଗ ମିଳିବ । 

ମୃଗଶିରା- ଜମିକୁ ନେଇ ଲାଗି ରହିଥିବା ବିବାଦ ଦୂର ହେବ । ବନ୍ଧୁମାନଙ୍କ ନିକଟରୁ ଅପେକ୍ଷା କରିଥିବା ଶୁଭଖବର ପାଇ ଉଲ୍ଲସିତ ହେବେ । ଗୃହ ସମସ୍ୟାକୁ ସଜାଡ଼ିବାକୁ ଯାଇ ବହୁତ ହଇରାଣ ହେବାକୁ ପଡ଼ିପାରେ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS